ହିନ୍ଦୋଳ ବ୍ଲକରେ ବ୍ଲକସ୍ତରୀୟ ମୋ ଢେଙ୍କାନାଳ ମହୋତ୍ସବ ୨୦୨୩ ଏବଂ ମୋ ପ୍ରତିଭା ମୋ ପରିଚୟ ପ୍ରତିଯୋଗିତା ଅନୁଷ୍ଠିତ।
ଢେଙ୍କାନାଳର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଗୁରୁଦେବଜୀ ଫାଉଣ୍ଡେସନ ଏବଂ ମୋ ଢେଙ୍କାନାଳ ଚ୍ୟାନେଲ ପକ୍ଷରୁ ମୋ ଢେଙ୍କାନାଳ ଡିଜିଟାଲ ଚ୍ୟାନେଲର ୫ମ ପ୍ରତିଷ୍ଠା ଦିବସ ଉପଲକ୍ଷେ ବ୍ଲକସ୍ତରୀୟ “ମୋ ଢେଙ୍କାନାଳ ମହୋତ୍ସବ ୨୦୨୩ “ମୋ ପ୍ରତିଭା ମୋ ପରିଚୟ” ସାଂସ୍କୃତିକ ଓ ଶିକ୍ଷା ଭିତ୍ତିକ ପ୍ରତିଯୋଗିତା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ।। ତା ୮.୯.୨୦୨୩ରିଖ ହିନ୍ଦୋଳ ବ୍ଲକ କାର୍ଯ୍ୟାଳୟ ସଭାଗୃହ ପରିସରରେ ମୋ ଢେଙ୍କାନାଳ ଚ୍ୟାନେଲ ପକ୍ଷରୁ ୫ମ ପ୍ରତିଷ୍ଠା ଦିବସ ଉପଲକ୍ଷେ ହିନ୍ଦୋଳ […]
Continue Reading