Mandatory Fire Safety Audit ସମସ୍ତ ଶିକ୍ଷାନୁଷ୍ଠାନ ଓ କୋଚିଂ ସେଣ୍ଟରର ଯାଞ୍ଚ ହେବ ଅଗ୍ନି ନିରାପତ୍ତା ବ୍ୟବସ୍ଥା..
ଓଡ଼ିଶା ସରକାର ରାଜ୍ୟର ସମସ୍ତ ସ୍କୁଲ, କୋଚିଂ ସେଣ୍ଟର ଓ ଦକ୍ଷତା ବିକାଶ କେନ୍ଦ୍ରରେ ବାଧ୍ୟତାମୂଳକ ଅଗ୍ନି ନିରାପତ୍ତା ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି। ୧୫ ଦିନ ମଧ୍ୟରେ ଜିଲ୍ଲାପାଳମାନଙ୍କୁ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। ଭୁବନେଶ୍ୱର: ଉତ୍ତର ପ୍ରଦେଶର ଲକ୍ଷ୍ନୌଠାରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ପରେ ରାଜ୍ୟ ସରକାର ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଆଦିରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ନିମନ୍ତ ଚେତିଛନ୍ତି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ନିମନ୍ତେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓଏସ୍ଡିଏମ୍ଏ) ରାଜ୍ୟର […]
Continue Reading