ଜଗତସିଂହପୁରର ପାରାଦୀପ ଠାରେ ଆୟୋଜିତ କଳିଙ୍ଗ ବାଲିଯାତ୍ରା ଉଦ୍ଘାଟନ..
-ଜଗତସିଂହପୁରର ପାରାଦୀପ ଠାରେ ଆୟୋଜିତ କଳିଙ୍ଗ ବାଲିଯାତ୍ରାର ୨୦୨୫ର ଉଦ୍ଘାଟନୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ-ପାରାଦୀପ ହେବ ଗ୍ରୀନ ହାଇଡ୍ରୋଜେନ ହବ୍-ଖୁବଶୀଘ୍ର ପାରାଦୀପରେ ହେବ ଏୟାରପୋର୍ଟ-ପାରାଦୀପକୁ ପର୍ଯ୍ୟଟନର କେନ୍ଦ୍ରସ୍ଥଳୀ କରିବା ପାଇଁ ମଙ୍ଗଳା ନଦୀରେ କ୍ରୁଜ ଟର୍ମିନାଲ ନିର୍ମାଣ ହେବ-ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ Odisha #Dhenkanalnews #balijatra2025
Continue Reading