AparajitaSarangi : କେନ୍ଦ୍ର କ୍ୟାବିନେଟ୍ରେ ଅପରାଜିତା ଷଡ଼ଙ୍ଗୀଙ୍କୁ ସ୍ଥାନ ମିଳିବା ନେଇ ଚର୍ଚ୍ଚା
କେନ୍ଦ୍ର ସରକାରଙ୍କ ଆସନ୍ତା କ୍ୟାବିନେଟ୍ ସମ୍ପ୍ରସାରଣକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଏଥିରେ ଜଣେ ମହିଳା ସାଂସଦଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିପାରେ ବୋଲି ଆଶା କରାଯାଉଛି। ସେ ପୂର୍ବତନ ୧୯୯୪ ବ୍ୟାଚ୍ ଓଡ଼ିଶା କ୍ୟାଡର ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ଅପରାଜିତା ଷଡ଼ଙ୍ଗୀ ବୋଲି ଚର୍ଚ୍ଚା ହେଉଛିନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଆସନ୍ତା କ୍ୟାବିନେଟ୍ ସମ୍ପ୍ରସାରଣକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଏଥିରେ ଜଣେ ମହିଳା ସାଂସଦଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିପାରେ […]
Continue Reading