ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ଙ୍କ ଦେହାନ୍ତ ।
ଭୁବନେଶ୍ୱର ସ୍ଥିତ ବାସଭବନରେ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକାକୁଳ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଲେ। #MohanMajhi #SidhantMohapatra #Odisha #dhenkanalnewsodisha
Continue Readingଭୁବନେଶ୍ୱର ସ୍ଥିତ ବାସଭବନରେ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକାକୁଳ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଲେ। #MohanMajhi #SidhantMohapatra #Odisha #dhenkanalnewsodisha
Continue Readingଚାଷୀଙ୍କ ପାଇଁ ଖୁସି ଖବର । ଆଜି ମୋଦୀ ପଠାଇବେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା । ଆଜି କୃଷକଙ୍କ ଖାତାକୁ ଆସିବ ପିଏମ୍ କିଷାନ ଟଙ୍କା । ଦେଶର କୋଟି କୋଟି ଚାଷୀଙ୍କ ପାଇଁ ଆଜି ଖୁସିର ଦିନ । ପିଏମ କିଷାନ ଯୋଜନାରେ ଚାଷୀଙ୍କ ଆକାଉଣ୍ଟକୁ ଯିବ ୨୦୦୦ ଲେଖାଏଁ ଟଙ୍କା । ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୦ତମ କିସ୍ତି ପ୍ରଦାନ କରାଯିବ । ୧୦ କୋଟି କୃଷକଙ୍କ ପାଖକୁ ପଠାଯିବ ୨୦ ହଜାର […]
Continue Readingପ୍ଲାଷ୍ଟିକ ବୋତଲ ବଦଳରେ କାଚ ବୋତଲରେ ପେଟ୍ରୋଲ ମିଳିବବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ପେଟ୍ରୋଲିୟମନିୟମ ଅନୁଯାୟୀ ଆଇନ ହେବ ବୋଲି ମନ୍ତ୍ରୀ କହିଛନ୍ତି. ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲନେବାକୁ ସରକାରଙ୍କ ପକ୍ଷରୁ ମନା କରାଯାଇଛି।କିନ୍ତୁପ୍ଲାଷ୍ଟିକ ବୋତଲ ବଦଳରେ କାଚବୋତଲରେ ପେଟ୍ରୋଲ ମିଳିବ ବୋଲି ଯୋଗାଣମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ପେଟ୍ରୋଲିୟମନିୟମ ଅନୁଯାୟୀ ଆଇନ ହେବ ବୋଲି ମନ୍ତ୍ରୀକହିଛନ୍ତି।
Continue Readingମାନ୍ୟବର ମୁଖ୍ୟମନ୍ତ୍ରୀ Mohan Charan Majhi ଓମ୍ଫେଡ୍ କର୍ମଚାରୀମାନଙ୍କ ପାଇଁ ୬୨ଟି କ୍ୱାର୍ଟରର ଉଦଘାଟନ କରିଛନ୍ତି । ଏଥିସହ ମୁଖ୍ୟମନ୍ତ୍ରୀ ୭.୫୦ କୋଟି ଟଙ୍କା ବିନିଯୋଗରେ ୨ ହଜାରରୁ ୧୫ ହଜାର ଲିଟର ବିଶିଷ୍ଟ ୨୨ଟି ମିଲ୍କ ଟ୍ୟାଙ୍କର ରାଜ୍ୟର ବିଭିନ୍ନ ଦୁଗ୍ଧ ସଂଘମାନଙ୍କୁ ପ୍ରଦାନ କରିବା ସହ ୩ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ତିନୋଟି ଗୁଣ୍ଡ ଦୁଗ୍ଧ ପ୍ୟାକିଙ୍ଗ ମେସିନର ମଧ୍ୟ ଉଦ୍ଘାଟନ କରିଛନ୍ତି ।
Continue Readingବୈଭବଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ। ପାଟନା ବିମାନବନ୍ଦରରେ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ଓ ତାଙ୍କ ପରିବାରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କହିଲେ, ”ତାଙ୍କର କ୍ରିକେଟ୍ ଦକ୍ଷତା ସାରା ଦେଶରେ ପ୍ରଶଂସିତ ହେଉଛି। ତାଙ୍କର ଆଗାମୀ ଭବିଷ୍ୟତ ପ୍ରୟାସ ପାଇଁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି।” #dhenkanalnews #NarendraModi #PM #VaibhavSuryavanshi #Cricketer
Continue Reading#bijupattanayak #odishanews #dhenkanalnewsodisha
Continue ReadingDhenkanalnewsodisha ଅନୁଗୁଳ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଡାକ୍ତର ଦେବେନ୍ଦ୍ରପ୍ରଧାନଙ୍କ ଏକାଦଶାହରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଦେଇଛନ୍ତିମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଳଚେର ପି ଏମ ଆଇ ଟିଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତକେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର କୃଷି ଓ କୃଷକକଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଓ ଅନ୍ୟ ମାନ୍ୟଗଣ୍ୟବ୍ୟକ୍ତି ଯୋଗଦେଇ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳିଅର୍ପଣ କରିବା ସହ ଶୋକସପ୍ତ ପରିବାରକୁ ସମବେଦନାଜଣାଇଥିଲେ। #drdebendrapradgan #dhenkanalnewsodisha
Continue Readingରାଜ୍ୟରେ ଘୋଷଣା ହେଲା ଆଉ ନୂଆ ୨୨ଟି ବିଜ୍ଞାପିତ ଅଞ୍ଚଳ ପରିଷଦ। ତାସହଭଞ୍ଜନଗର ଏନଏସି ମ୍ୟୁନିସିପାଲିଟିକୁ ଉନ୍ନୀତ ହୋଇଛି। ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟର ୧୩ ଜିଲ୍ଲାର ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା । ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ଏନଏସି ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ […]
Continue Readingବିଜେପି ର ମିଶ୍ରଣ ପର୍ବ,ହାତ ଓ ଶଙ୍ଖ ଛାଡି ପଦ୍ମ ଧରିଲେ ପୁର୍ବତନ ମନ୍ତ୍ରୀ ନବୀନ ଦାସ ଓ ବିଜେଡି ନେତା କାର୍ତିକ ସାହୁବିକାଶ ର ଅନ୍ୟ ନାମ ଧର୍ମେନ୍ଦ୍ରଇଣ୍ଡିଆନ୍ ଅଏଲ୍ ଫାଉଣ୍ଡେସନ ଦ୍ୱାରା ଅନୁମୋଦନ ଲାଭକରିଥିବା କାମାକ୍ଷାନଗର କପିଳେଶ୍ଵର ମହାଦେବ ମନ୍ଦିର ପୁନରୁଦ୍ଧାର ପାଇଁ ୧୦ କୋଟି ଟଙ୍କା ଆର୍ଥିକ ସହାୟତା ଘୋଷଣା ।କୃତଜ୍ଞତା ଜଣାଇଲେ କାମାକ୍ଷାନଗର ଜନସାଧାରଣ ଓ ବୁଦ୍ଧିଜୀବୀ ‘ ଢେଙ୍କାନାଳ :-ଢେଙ୍କାନାଳ ଭାଜପା ଜିଲ୍ଲା କର୍ଯ୍ୟାଳୟ ପରିସରରେ ମିଶ୍ରଣ ପର୍ବ ଅନୁଷ୍ଠିତ […]
Continue Readingଆଜିଓରବରସିଂହଁ ଗ୍ରାମ ପଞ୍ଚାୟତ କୃଷ୍ଣ ପୁର ଗ୍ରାମ ରେ ସାସଂଦ ଅପରଜିତା ଷଡଙ୍ଗୀ ଖୋର୍ଦ୍ଧା ଜିଲ୍ଲା ନିର୍ବାଚନ ମଣ୍ଡଳୀ ଅଞ୍ଚଳ ରେ ଜନସାଧରଣ ଙ୍କ ସହ ବନ୍ୟା ପାଇଁ ଘେରିବନ୍ଧ ଓ ଚେକ ଡ୍ୟାମ ପାଇଁ ଆଲୋଚନା କରି ସମସ୍ୟା ସମାଧାନ ପାଇଁ ପ୍ରତିସୁତି ଦେଇଛନ୍ତି ଏହି ଅବସରରେ ସମସ୍ତ ନେତୃବୃନ୍ଦ କାର୍ଯ୍ୟକର୍ତ୍ତା ମୁଁ କ୍ଷ ସଜଜକ ବିଦୂତ କାଣ୍ଡି, ପଦ୍ମ ଚରଣ ପାଇକରାୟ, ପସନ ଦାସ, କୁଞ୍ଜବନ ସାହୁ ଅନ୍ୟାନ୍ୟ କାର୍ଯ୍ୟ କତା ଜନସାଧାରଣ ଉପସ୍ଥିତ […]
Continue Reading