ଜଗତସିଂହପୁରର ପାରାଦୀପ ଠାରେ ଆୟୋଜିତ କଳିଙ୍ଗ ବାଲିଯାତ୍ରା ଉଦ୍ଘାଟନ..

-ଜଗତସିଂହପୁରର ପାରାଦୀପ ଠାରେ ଆୟୋଜିତ କଳିଙ୍ଗ ବାଲିଯାତ୍ରାର ୨୦୨୫ର ଉଦ୍‌ଘାଟନୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ-ପାରାଦୀପ ହେବ ଗ୍ରୀନ ହାଇଡ୍ରୋଜେନ ହବ୍-ଖୁବଶୀଘ୍ର ପାରାଦୀପରେ ହେବ ଏୟାରପୋର୍ଟ-ପାରାଦୀପକୁ ପର୍ଯ୍ୟଟନର କେନ୍ଦ୍ରସ୍ଥଳୀ କରିବା ପାଇଁ ମଙ୍ଗଳା ନଦୀରେ କ୍ରୁଜ ଟର୍ମିନାଲ ନିର୍ମାଣ ହେବ-ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ Odisha #Dhenkanalnews #balijatra2025

Continue Reading

ଆଜି ବିଶ୍ୱ ପଖାଳ ଦିବସ…..

ପଖାଳ, ନା ଟି ଶୁଣିଦେଲେ ଯେମିତି ପ୍ରତି ଓଡିଆ ର ପିଣ୍ଡ ରେ ପ୍ରାଣ ପଶିଯାଏ, ସେହି ଲୋକ ଖାଦ୍ୟ ର ପ୍ରଚାର ପ୍ରସାର ଓ ଲୋକାଦୃତି ନିମନ୍ତେ ପ୍ରତି ବର୍ଷ ମାର୍ଚ୍ଚ ୨୦ ତାରିଖ କୁ ଓଡିଶା ବାସୀ “ବିଶ୍ବ ପଖାଳ ଦିବସ” ପାଳନ କରିଥାନ୍ତି…. #ପଖାଳଦିବସ #dhenkanalnews #pakhaldibas #March20#ତେଣୁ_ଏହାର_ମଜା_ନେବାକୁ

Continue Reading

ଘୁଙ୍ଗୁଡ଼ିରୁ ବର୍ତ୍ତିବା ପାଇଁ ଏହି ଉପାୟ ଆପଣାନ୍ତୁ

ନିଘୋଡ଼ ନିଦକୁ ଯିବା ପରେ କେତେଜଣ ଘୁଙ୍ଗୁଡ଼ି ମାରିଥାନ୍ତି। ଏହା କାରଣରୁ ଅନ୍ୟର ନିଦ ବ୍ୟାଘାତ ହେଉଥିବାବେଳେ ଘୁଙ୍ଗୁଡ଼ିକୁ କମ୍ କିମ୍ବା ନିୟନ୍ତ୍ରଣ କରିବା ସହଜ କଥା ନୁହେଁ। – ବିଶେଷଜ୍ଞଙ୍କ ମତରେ ଘରୋଇ ସରଳ ଉପାୟରେ ଘୁଙ୍ଗୁଡ଼ିକୁ କମ୍ କରିହେବ। ପ୍ରତିଦିନ ଗୁଜୁରାତି ଚା’ ପିଇବା କିମ୍ବା ଗୋଟିଏ ଗୁଜୁରାତିକୁ ଭୋଜନ ପରେ ଚୋବାଇ ଖାଇବା ଭଲ। ଶୋଇବାର ୩୦ ମିନିଟ୍ ପୂର୍ବରୁ ଉଷୁମ ଖିରରେ ଗୁଜୁରାତି ଗୁଣ୍ଡ ଅଧ ଛୋଟ ଚାମଚ ମିଶାଇ କିଛିଦିନ […]

Continue Reading

ଘରେ ଧନର ଅଭାବ ରହିଛି କି,

ବହୁ ଲୋକଙ୍କର ରୋଷେଇ ଘର ଅସନା ଅପରିଷ୍କାର ହୋଇରହିଥାଏ। ଏପରି ଘରର ପରିବାର ସଦସ୍ୟଙ୍କ ଜାତକରେ ବିଭିନ୍ନ ଗ୍ରହଙ୍କର କୁପ୍ରଭାବ ପଡ଼ିଥାଏ। କୁହାଯାଏ ଯେ, ରୋଷେଇ ଘରକୁ ସର୍ବଦା ସଫାସୁତୁରା ରଖିବା ଉଚିତ। ରାତିର ଅଇଁଠା ବାସନକୁ ସକାଳ ଯାଏଁ ରଖିବା ଉଚିତ ନୁହେଁ। ଏହା ଦ୍ୱାରା ଘରେ ସର୍ବଦା ଧନର ଅଭାବ ହୋଇଥାଏ। ଶୋଇବା କକ୍ଷର ବିଛଣା ସର୍ବଦା ସଫାସୁତୁରା ରଖିବା ଉଚିତ। ବିଛଣା ଅପରିଷ୍କାର ହେଲେ ବାସ୍ତୁ ଜନିତ ସମସ୍ୟା ସୃଷ୍ଟି ହୋଇଥାଏ। ପରିବାର […]

Continue Reading