ଗାନ୍ଧୀ ତଥା ଲାଲ୍ ବାହାଦୁର ଶାସ୍ତ୍ରୀଜୀ ଙ୍କ ର ଜନ୍ମ ଜୟନ୍ତୀ ପାଳନ

____________________ ଢେଙ୍କାନାଳ ପ୍ରଶାସନ ପକ୍ଷରୁ ଆୟୋଜିତ ମହାତ୍ମାଗାନ୍ଧୀ ତଥା ଲାଲବାହାଦୁର ଶାସ୍ତ୍ରୀଜୀ ଙ୍କ ମାଲ୍ୟାପର୍ଣ ତଥା ସର୍ବଧର୍ମ ସଭା ରେ ଭାଗ ନେଲେ ଢେଙ୍କାନଳ ସଚେତନ ନାଗରିକ ଫେରମ୍ କାର୍ଯ୍ୟକର୍ତ୍ତାଗଣ ! ମାନ୍ୟବର ଜିଲ୍ଲାପାଳ ନିଜ ଭାଷଣ ରେ ମାହାତ୍ମାଗାନ୍ଧୀଙ୍କର ସର୍ବଧର୍ମ ସମଭାବ ନିତି ତଥା ନିଶାମୁକ୍ତ ଭାରତର ବିଚାରରେ ଆଜିର ପିଢୀକୁ ଚାଲିବା ପାଇଁ ଆଗ୍ରହ ପ୍ରକାଶ କରିଥିଲେ। ସେହିପରି ଜିଲ୍ଲା ମୁଖ୍ୟ ଆରକ୍ଷୀ ଅଧିକ୍ଷକ ଲାଲବାହାଦୁର ଶାସ୍ତ୍ରୀଜୀଙ୍କର ସଚୋଟତା ପଥକୁ ପାଥେୟ କରି ଆଜିର […]

Continue Reading

ଘୁଙ୍ଗୁଡ଼ିରୁ ବର୍ତ୍ତିବା ପାଇଁ ଏହି ଉପାୟ ଆପଣାନ୍ତୁ

ନିଘୋଡ଼ ନିଦକୁ ଯିବା ପରେ କେତେଜଣ ଘୁଙ୍ଗୁଡ଼ି ମାରିଥାନ୍ତି। ଏହା କାରଣରୁ ଅନ୍ୟର ନିଦ ବ୍ୟାଘାତ ହେଉଥିବାବେଳେ ଘୁଙ୍ଗୁଡ଼ିକୁ କମ୍ କିମ୍ବା ନିୟନ୍ତ୍ରଣ କରିବା ସହଜ କଥା ନୁହେଁ। – ବିଶେଷଜ୍ଞଙ୍କ ମତରେ ଘରୋଇ ସରଳ ଉପାୟରେ ଘୁଙ୍ଗୁଡ଼ିକୁ କମ୍ କରିହେବ। ପ୍ରତିଦିନ ଗୁଜୁରାତି ଚା’ ପିଇବା କିମ୍ବା ଗୋଟିଏ ଗୁଜୁରାତିକୁ ଭୋଜନ ପରେ ଚୋବାଇ ଖାଇବା ଭଲ। ଶୋଇବାର ୩୦ ମିନିଟ୍ ପୂର୍ବରୁ ଉଷୁମ ଖିରରେ ଗୁଜୁରାତି ଗୁଣ୍ଡ ଅଧ ଛୋଟ ଚାମଚ ମିଶାଇ କିଛିଦିନ […]

Continue Reading

ଘରେ ଧନର ଅଭାବ ରହିଛି କି,

ବହୁ ଲୋକଙ୍କର ରୋଷେଇ ଘର ଅସନା ଅପରିଷ୍କାର ହୋଇରହିଥାଏ। ଏପରି ଘରର ପରିବାର ସଦସ୍ୟଙ୍କ ଜାତକରେ ବିଭିନ୍ନ ଗ୍ରହଙ୍କର କୁପ୍ରଭାବ ପଡ଼ିଥାଏ। କୁହାଯାଏ ଯେ, ରୋଷେଇ ଘରକୁ ସର୍ବଦା ସଫାସୁତୁରା ରଖିବା ଉଚିତ। ରାତିର ଅଇଁଠା ବାସନକୁ ସକାଳ ଯାଏଁ ରଖିବା ଉଚିତ ନୁହେଁ। ଏହା ଦ୍ୱାରା ଘରେ ସର୍ବଦା ଧନର ଅଭାବ ହୋଇଥାଏ। ଶୋଇବା କକ୍ଷର ବିଛଣା ସର୍ବଦା ସଫାସୁତୁରା ରଖିବା ଉଚିତ। ବିଛଣା ଅପରିଷ୍କାର ହେଲେ ବାସ୍ତୁ ଜନିତ ସମସ୍ୟା ସୃଷ୍ଟି ହୋଇଥାଏ। ପରିବାର […]

Continue Reading

ବର୍ଷା ଦିନେ ପିଉଛନ୍ତି କି କ୍ଷୀର

ଦେଖାଦେବ ଏହି ରୋଗ ବର୍ଷା ଦିନେ କ୍ଷୀର ପିଇବା ପାଇଁ ଘରର ବୟସ୍କ ବ୍ୟକ୍ତିମାନେ ମନା କରିଥାନ୍ତି। କିନ୍ତୁ ଆପଣ କେବେ ଭାବିଛନ୍ତି କି ଏଭଳି କାହିଁକି କୁହାଯାଇଥାଏ। ବର୍ଷା ଦିନେ କ୍ଷୀର ପିଇବା ଦ୍ୱାରା ପେଟ ସମ୍ବନ୍ଧୀୟ ଅନେକ ସମସ୍ୟା ଦେଖାଯାଇଥାଏ। ଏହା ବ୍ୟତୀତ କ୍ଷୀର ଆପଣଙ୍କ ଡାଇଜେଷ୍ଟିଭ ସିଷ୍ଟମକୁ ଖରାପ କରିଥାଏ। କ୍ଷୀର ଫୁଡ ପଏଜନିଂର କାରଣ ହୋଇପାରେ। କ୍ଷୀର ପିଇବା ଦ୍ୱାରା ଏସିଡିଟି ଏବଂ ପେଟ ଖରାପ ହେବାର ସମ୍ଭାବନା ଅଧିକ ରହିଥାଏ। […]

Continue Reading