ସରକାରୀ ଚାକରି ପାଇଲେ ୧୩୨୬ ଜଣ..

ଭୁବନେଶ୍ୱର ରେଳ ଅଡିଟୋରିଅମଠାରେ ଆୟୋଜିତ ନିଯୁକ୍ତିମେଳା କାର୍ଯ୍ୟକ୍ରମରେ ଆଜି ୯ଟି ବିଭାଗରେ ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ଏଥିରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗରେ ୩୬୪ ଜଣ କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ୩୬୧ ଜଣ କନିଷ୍ଠ ଯନ୍ତ୍ରୀ, ଶକ୍ତି ବିଭାଗ ଓ OHPCରେ ୧୨ ଜଣ କନିଷ୍ଠ ଯନ୍ତ୍ରୀ ଓ ୨୨୮ ଟ୍ରେନି, କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ୧୧୮ ଜଣ ସହକାରୀ […]

Continue Reading

ଢେଙ୍କାନାଳ ବିଜ୍ଞାନ କେନ୍ଦ୍ରରେ ଆନ୍ତର୍ଜାତୀୟ ଚନ୍ଦ୍ର ଦିବସ ପାଳିତ.

ଜାତୀୟ ବିଜ୍ଞାନ ସଂଗ୍ରହାଳୟ ପରିଷଦ, ସଂସ୍କୃତି ମନ୍ତ୍ରଣାଳୟ, ଭାରତ ସରକାର ଅଧୀନସ୍ଥ ଢେଙ୍କାନାଳ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଆନ୍ତର୍ଜାତୀୟ ଚନ୍ଦ୍ର ଦିବସ ଉତ୍ସାହର ସହ ପାଳନ କରାଯାଇଥିଲା। ଚଳିତ ବର୍ଷର ବିଷୟବସ୍ତୁ ଥିଲା “ଏକ ଚନ୍ଦ୍ର, ଏକ ଦୃଷ୍ଟିକୋଣ, ଏକ ଭବିଷ୍ୟତ”।ଏହି ଅବସରରେ ବିଜ୍ଞାନ କେନ୍ଦ୍ର ପକ୍ଷରୁ ‘ନିଜେ ପ୍ରସ୍ତୁତ କର ଏବଂ ସାଙ୍ଗରେ ନେଇଯାଅ ଖଗୋଳ ବିଜ୍ଞାନ କିଟ୍’ ବିଜ୍ଞାନ କର୍ମଶାଳା ଏବଂ ‘ଚନ୍ଦ୍ର ଅନୁସନ୍ଧାନ’ ଉପରେ ଏକ ବିଜ୍ଞାନ ଚଳଚ୍ଚିତ୍ର ପ୍ରଦର୍ଶନୀର ଆୟୋଜନ […]

Continue Reading

ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ଢେଙ୍କାନାଳ ବିଜ୍ଞାନ କେନ୍ଦ୍ରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ…

ଢ଼େଙ୍କାନାଳ ବିଜ୍ଞାନ କେନ୍ଦ୍ର, ଯାହାକି ଜାତୀୟ ବିଜ୍ଞାନ ସଂଗ୍ରହାଳୟ ପରିଷଦ, ସଂସ୍କୃତି ମନ୍ତ୍ରଣାଳୟ, ଭାରତ ସରକାର ଙ୍କ ଏକ ଏକକ ପକ୍ଷରୁ ଆଜି ବିଶ୍ୱ ଜନସଂଖ୍ୟା ଦିବସ-୨୦୨୬ ପାଳନ କରାଯାଇଛି। ଚଳିତ ବର୍ଷର ବିଷୟବସ୍ତୁ “ଆଜି ଏବଂ ଭବିଷ୍ୟତ ପାଇଁ ଯୁବପିଢ଼ିଙ୍କ ଆଶା ଓ ଆକାଂକ୍ଷାର ସାକାର ରୂପାୟନ” ଉପରେ ଆଧାରିତ ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ।କାର୍ଯ୍ୟକ୍ରମର ପ୍ରାରମ୍ଭରେ ଢେଙ୍କାନାଳ ବିଜ୍ଞାନ କେନ୍ଦ୍ରର ଜିଲ୍ଲା ବିଜ୍ଞାନ ଅଧିକାରୀ ଶ୍ରୀ […]

Continue Reading

ଢେଙ୍କାନାଳ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ମାତୃଭବନ ଉଚ୍ଚ ବିଦ୍ୟାଳୟ ବାରଦା ଠାରେ ଅନୁଷ୍ଠିତ ଦୁଇଦିନିଆ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ଉଦଯାପିତ.

ଢେଙ୍କାନାଳ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର,ମାତୃଭବନ ଉଚ୍ଚ ବିଦ୍ୟାଳୟ,ବାରଦା,ଢେଙ୍କାନାଳ ପରିସରରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ, ପରିବେଶ ଶିକ୍ଷା କାର୍ଯ୍ୟକ୍ରମ ଅନ୍ତର୍ଗତ ପରିବେଶ ପାଇଁ ନିରନ୍ତର ଜୀବନ ଶୈଳୀ ସମ୍ପର୍କରେ ଢେଙ୍କାନାଳ ଜିଲ୍ଳାସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ୨୦୨୫-୨୬ ଉଦ୍ ଯାପିତ ହୋଇଯାଇଛି।ଏହି ଅବସରରେ ଆୟୋଜିତ ଉଦ୍ଘାଟନ ଉତ୍ସବରେ ଢେଙ୍କାନାଳ ଜିଲ୍ଲା ଶିକ୍ଷା ଅଧିକାରୀ ପରେଶ ଚନ୍ଦ୍ର ପାତ୍ର,ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଲକ୍ଷ୍ମୀଧର ମହାନ୍ତ ଓ ବିଦ୍ୟାଳୟର ଦାୟିତ୍ବରେ ଥିବା ପ୍ରଧାନ ଶିକ୍ଷକ […]

Continue Reading

ଆଜି ଓଡ଼ିଶା ବନ୍ଦ: ସବୁଠିପଡ଼ିଲା ପ୍ରଭାବ, ଗଡୁନି ଅଖଚକ, ଦୋକାନ ବଜାର ବନ୍ଦ..ଲୋକେ ହନ୍ତସନ୍ତ..

ଭାରତୀୟ କଂଗ୍ରେସ କମିଟିର ତତ୍ତ୍ବାବଧାନରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେଆନ୍ଦୋଳନର ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥ‌ିବା ଏହି ଆନ୍ଦୋଳନ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରିରହିବା ଏହି ଆନ୍ଦୋଳନ ସମୟରେ ଯାନବାହନଚଳାଚଳ ସଂପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି। ବାଲେଶ୍ବରସ୍ଥିତମୋହନ ସ୍ବୟଂଶାସିତଫକୀର ମହାବିଦ୍ୟାଳୟରେ ଗତ ୧୨ ତାରିଖ ଦିନ ଜଣେ ଆତ୍ମାହୁତି ଦେବା ଏବଂ ଭୁବନେଶ୍ବରଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେସୋମବାର-ମଙ୍ଗଳବାର ରାତିରେ ମୃତ୍ୟୁ ଘଟଣାକୁ […]

Continue Reading

#ମହାକାଶରୁଏମିତିଦିଶୁଛିପୃଥ୍ବୀଆଉ_ଚନ୍ଦ୍ରଆଦିତ୍ୟ ଏଲ-୧ ପଠାଇଛି ଏହି ଫଟୋ । ଫଟୋରେଦିଶୁଛି…ପୃଥ୍ବୀ ଏବଂ ଚନ୍ଦ୍ର । ମହାକାଶରୁ ଏହି ଫଟୋପଠାଇଛି ଆଦିତ୍ୟ ଏଲ – ୧ । #Earth #Moon

ISRO #AdityaL1 #DhenkanalNews

Continue Reading