ତାଳଚେର ଯାଇ ସ୍ବର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ…

ଜିଲ୍ଲା ଢେଙ୍କାନାଳ ଖବର ରାଜନୀତି
Spread the love

Dhenkanalnewsodisha

ଅନୁଗୁଳ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଡାକ୍ତର ଦେବେନ୍ଦ୍ର
ପ୍ରଧାନଙ୍କ ଏକାଦଶାହରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଳଚେର ପି ଏମ ଆଇ ଟି
ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ
କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର କୃଷି ଓ କୃଷକ
କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଓ ଅନ୍ୟ ମାନ୍ୟଗଣ୍ୟ
ବ୍ୟକ୍ତି ଯୋଗଦେଇ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
ଅର୍ପଣ କରିବା ସହ ଶୋକସପ୍ତ ପରିବାରକୁ ସମବେଦନା
ଜଣାଇଥିଲେ।

#drdebendrapradgan #dhenkanalnewsodisha

Leave a Reply

Your email address will not be published. Required fields are marked *