


ବୈଭବଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ। ପାଟନା ବିମାନବନ୍ଦରରେ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ଓ ତାଙ୍କ ପରିବାରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କହିଲେ, ”ତାଙ୍କର କ୍ରିକେଟ୍ ଦକ୍ଷତା ସାରା ଦେଶରେ ପ୍ରଶଂସିତ ହେଉଛି। ତାଙ୍କର ଆଗାମୀ ଭବିଷ୍ୟତ ପ୍ରୟାସ ପାଇଁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି।”
#dhenkanalnews #NarendraModi #PM #VaibhavSuryavanshi #Cricketer


