ଆଜି ଓଡ଼ିଶା ବନ୍ଦ: ସବୁଠିପଡ଼ିଲା ପ୍ରଭାବ, ଗଡୁନି ଅଖଚକ, ଦୋକାନ ବଜାର ବନ୍ଦ..ଲୋକେ ହନ୍ତସନ୍ତ..

ଜିଲ୍ଲା ଢେଙ୍କାନାଳ ଖବର ଦେଶ ବିଦେଶ ବିଜ୍ଞାନ
Spread the love

ଭାରତୀୟ କଂଗ୍ରେସ କମିଟିର ତତ୍ତ୍ବାବଧାନରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେ
ଆନ୍ଦୋଳନର ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥ‌ିବା ଏହି ଆନ୍ଦୋଳନ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି
ରହିବା ଏହି ଆନ୍ଦୋଳନ ସମୟରେ ଯାନବାହନ
ଚଳାଚଳ ସଂପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି। ବାଲେଶ୍ବରସ୍ଥିତ
ମୋହନ ସ୍ବୟଂଶାସିତ
ଫକୀର ମହାବିଦ୍ୟାଳୟରେ ଗତ ୧୨ ତାରିଖ ଦିନ ଜଣେ ଆତ୍ମାହୁତି ଦେବା ଏବଂ ଭୁବନେଶ୍ବର
ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ
ସୋମବାର-ମଙ୍ଗଳବାର ରାତିରେ ମୃତ୍ୟୁ ଘଟଣାକୁ କେନ୍ଦ୍ର କରି କଂଗ୍ରେସ ଏହି
ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପଭି ନେଇଛି। କଂଗ୍ରେସ କର୍ମୀମାନେ ନ୍ୟାୟ ଦାବିରେ ଅଖ, ଚଖ ବନ୍ଦ ରଖୁବାକୁ ଜୋରଦାର ଉଦ୍ୟମ ଜାରି ରଖିଛନ୍ତି।

Leave a Reply

Your email address will not be published. Required fields are marked *