ମାନ୍ୟବର ମୁଖ୍ୟମନ୍ତ୍ରୀ Mohan Charan Majhi ଓମ୍ଫେଡ୍ କର୍ମଚାରୀମାନଙ୍କ ପାଇଁ ୬୨ଟି କ୍ୱାର୍ଟରର ଉଦଘାଟନ କରିଛନ୍ତି । ଏଥିସହ ମୁଖ୍ୟମନ୍ତ୍ରୀ ୭.୫୦ କୋଟି ଟଙ୍କା ବିନିଯୋଗରେ ୨ ହଜାରରୁ ୧୫ ହଜାର ଲିଟର ବିଶିଷ୍ଟ ୨୨ଟି ମିଲ୍କ ଟ୍ୟାଙ୍କର ରାଜ୍ୟର ବିଭିନ୍ନ ଦୁଗ୍ଧ ସଂଘମାନଙ୍କୁ ପ୍ରଦାନ କରିବା ସହ ୩ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ତିନୋଟି ଗୁଣ୍ଡ ଦୁଗ୍ଧ ପ୍ୟାକିଙ୍ଗ ମେସିନର ମଧ୍ୟ ଉଦ୍ଘାଟନ କରିଛନ୍ତି ।


