-ଜଗତସିଂହପୁରର ପାରାଦୀପ ଠାରେ ଆୟୋଜିତ କଳିଙ୍ଗ ବାଲିଯାତ୍ରାର ୨୦୨୫ର ଉଦ୍ଘାଟନୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
-ପାରାଦୀପ ହେବ ଗ୍ରୀନ ହାଇଡ୍ରୋଜେନ ହବ୍
-ଖୁବଶୀଘ୍ର ପାରାଦୀପରେ ହେବ ଏୟାରପୋର୍ଟ
-ପାରାଦୀପକୁ ପର୍ଯ୍ୟଟନର କେନ୍ଦ୍ରସ୍ଥଳୀ କରିବା ପାଇଁ ମଙ୍ଗଳା ନଦୀରେ କ୍ରୁଜ ଟର୍ମିନାଲ ନିର୍ମାଣ ହେବ
-ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Odisha #Dhenkanalnews #balijatra2025


