-ସକାଳୁଆ ସ୍କୁଲ ପାଇଁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ
-ସକାଳ ସାଢ଼େ ୬ରୁ ଦିନ ସାଢ଼େ ୧୦ ପର୍ଯ୍ୟନ୍ତ ଚାଲିବ ସ୍କୁଲ୍
-ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲ୍ ପାଇଁ ନିର୍ଦ୍ଦେଶ
-ଗ୍ରୀଷ୍ମ ଛୁଟି ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍ ଜାରି ରହିବ
-ଏନେଇ ପ୍ରତି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ସଚିବ
