ବର୍ଷା ଦିନେ ପିଉଛନ୍ତି କି କ୍ଷୀର

ଜିବନଚର୍ଯ୍ୟI ରାଜ୍ୟ
Spread the love

ଦେଖାଦେବ ଏହି ରୋଗ

ବର୍ଷା ଦିନେ କ୍ଷୀର ପିଇବା ପାଇଁ ଘରର ବୟସ୍କ ବ୍ୟକ୍ତିମାନେ ମନା କରିଥାନ୍ତି। କିନ୍ତୁ ଆପଣ କେବେ ଭାବିଛନ୍ତି କି ଏଭଳି କାହିଁକି କୁହାଯାଇଥାଏ। ବର୍ଷା ଦିନେ କ୍ଷୀର ପିଇବା ଦ୍ୱାରା ପେଟ ସମ୍ବନ୍ଧୀୟ ଅନେକ ସମସ୍ୟା ଦେଖାଯାଇଥାଏ। ଏହା ବ୍ୟତୀତ କ୍ଷୀର ଆପଣଙ୍କ ଡାଇଜେଷ୍ଟିଭ ସିଷ୍ଟମକୁ ଖରାପ କରିଥାଏ। କ୍ଷୀର ଫୁଡ ପଏଜନିଂର କାରଣ ହୋଇପାରେ। କ୍ଷୀର ପିଇବା ଦ୍ୱାରା ଏସିଡିଟି ଏବଂ ପେଟ ଖରାପ ହେବାର ସମ୍ଭାବନା ଅଧିକ ରହିଥାଏ। ଏହି ବର୍ଷା ଦିନରେ କ୍ଷୀର ପିଇବା ଦ୍ୱାରା ଶରୀରକୁ ଅନେକ କ୍ଷତି ଗୁଡ଼ିକ ବିଷୟରେ ଆସନ୍ତୁ ଜାଣିବା..

Leave a Reply

Your email address will not be published. Required fields are marked *