ଆର ପାରି ରେ ବିଜେଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର..

ଜିଲ୍ଲା
Spread the love


ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

ଆଜି ସନ୍ଧ୍ୟା ୭ଟା ୩୧ରେ ଘରୋଇ ହସ୍ପିଟାଲରେ ପରଲୋକ

ଗଞ୍ଜାମ ଦିଗପହଣ୍ଡି ବିଧାନସଭା କ୍ଷେତ୍ରରୁ ପ୍ରତିନିଧିତ୍ବ କରୁଥିଲେ

୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ସୂର୍ଯ୍ୟ

ବିଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ

bjd_mla #suryanarayan_patra

Leave a Reply

Your email address will not be published. Required fields are marked *